୩୧.୧୨.୨୦୧୮ ଆଜିର ରାଶିଫଳ, ଏହି ରାଶିର ବ୍ୟକ୍ତିମାନଙ୍କୁ ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ।

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ। କାରବାରରେ ନୂଆ ସଉଦା ହେବ। ଆଜି ପରିବାରରେ ବଡ଼ ଖୁସି ଆସିପାରେ। ବୈବାହିକ ଜୀବନରେ ମଧୁରତା ବଜାୟ ରହିବ। ବୃଷ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ପିତା ଓ ଜୀବନସାଥୀଙ୍କ ସହଯୋଗରେ ବ୍ୟବସାୟେର ଆଗକୁ ବଢ଼ିବେ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିଥୁନ: ହାସ୍ୟକୌତୁକ ମନୋଭାବରେ ରହିବେ। ସରକାରୀ ଚାକିରିଆଙ୍କର
 
୩୧.୧୨.୨୦୧୮ ଆଜିର ରାଶିଫଳ, ଏହି ରାଶିର ବ୍ୟକ୍ତିମାନଙ୍କୁ ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ।

ମେଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ। କାରବାରରେ ନୂଆ ସଉଦା ହେବ। ଆଜି ପରିବାରରେ ବଡ଼ ଖୁସି ଆସିପାରେ। ବୈବାହିକ ଜୀବନରେ ମଧୁରତା ବଜାୟ ରହିବ।

ବୃଷ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ। ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ପିତା ଓ ଜୀବନସାଥୀଙ୍କ ସହଯୋଗରେ ବ୍ୟବସାୟ‌େର ଆଗକୁ ବଢ଼ିବେ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ।

ମିଥୁନ: ହାସ୍ୟକୌତୁକ ମନୋଭାବରେ ରହିବେ। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ। ପାରିବାରିକ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

କର୍କଟ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ। ବ୍ୟବସାୟ‌େର ଶୀଘ୍ର ଫଇସଲାରୁ ଲାଭ ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ।

୩୧.୧୨.୨୦୧୮ ଆଜିର ରାଶିଫଳ, ଏହି ରାଶିର ବ୍ୟକ୍ତିମାନଙ୍କୁ ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ।

ସିଂହ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।

କନ୍ୟା : ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।

ତୁଳା : ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ।

ବିଚ୍ଛା : ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ।

ଧନୁ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ। କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ନେଇ ଆସି‌େବ। ସେୟାର କିଣିବେ ବା ନୂଆ କାରବାରରେ ଅର୍ଥନିବେଶ ପାଇଁ ବିଚାର କରିବେ। ଲେଖକଙ୍କୁ ଆଜି ଆପଣଙ୍କ ବିଚାର‌େର ପ୍ରଶ˚ସା ମିଳିବ।

ମକର: ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ବେକାରଙ୍କୁ ରୋଜଗାର ମିଳିବ। ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ। ବନ୍ଧୁଙ୍କ ମେଳରେ ଆପଣଙ୍କର ମାନସମ୍ମାନ ବଢ଼ିବ।

କୁମ୍ଭ : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ।

ମୀନ : ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ।