ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରିବ ପାକିସ୍ତାନ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତର ସ୍ୱାଧୀନତା ଦିବସ ଅର୍ଥାତ ଅଗଷ୍ଟ ୧୫କୁ ପଡ଼ୋଶୀ ପାକିସ୍ତାନ କଳାଦିବସ ଭାବେ ପାଳନ କରିବ। ଭାରତ ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିବାରୁ ଏବେ ପାକିସ୍ତାନ ଏହାର ପ୍ରତିଶୋଧକୁ ନେବାକୁ ପଣ କରିଛି। ଏଥିପାଇଁ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଏଥିରେ ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇଛି। ବୈଠକରେ ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ଭାରତ ସହ କୂଟନୀତିକ
 
ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରିବ ପାକିସ୍ତାନ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତର ସ୍ୱାଧୀନତା ଦିବସ ଅର୍ଥାତ ଅଗଷ୍ଟ ୧୫କୁ ପଡ଼ୋଶୀ ପାକିସ୍ତାନ କଳାଦିବସ ଭାବେ ପାଳନ କରିବ। ଭାରତ ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିବାରୁ ଏବେ ପାକିସ୍ତାନ ଏହାର ପ୍ରତିଶୋଧକୁ ନେବାକୁ ପଣ କରିଛି।

ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରିବ ପାକିସ୍ତାନ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଏଥିପାଇଁ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଏଥିରେ ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇଛି। ବୈଠକରେ ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରିବ ପାକିସ୍ତାନ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ସେହିପରି ଭାରତ ସହ କୂଟନୀତିକ ସମ୍ପର୍କକୁ ହ୍ରାସ କରାଯିବ। ବର୍ତ୍ତମାନ ଭାରତ ସହ ସମସ୍ତ ପ୍ରକାରର ଦ୍ୱିପାକ୍ଷିକ ଶିଳ୍ପ ସମ୍ପର୍କକୁ ବନ୍ଦ କରାଯିବ। ଭାରତ ସହ ହୋଇଥିବା ସମସ୍ତ ଦ୍ୱିପାକ୍ଷିକ ଚୁକ୍ତିର ସମୀକ୍ଷା କରାଯିବ।

ଅଗଷ୍ଟ ୧୫କୁ କଳାଦିବସ ଭାବେ ପାଳନ କରିବ ପାକିସ୍ତାନ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଓ ଏହାକୁ ଦୁଇ ଭାଗ କରିବାକୁ ଭାରତ ସରକାର ନେଇଥିବା ନିଷ୍ପତ୍ତିକୁ ଜାତିସଂଘ ଓ ଜାତିସଂଘ ସୁରକ୍ଷା ପରିଷଦରେ ଉଠାଯିବ ବୋଲି ପାକିସ୍ତାନ ସରକାର ନିଷ୍ପତ୍ତି ନେଇଛନ୍ତି।