ସାବଧାନ! ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହି ୧୬ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା

ରାଜ୍ୟ ସାରା ଲାଗି ରହିଛି ବର୍ଷା କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେଉଥିବା ବେଳେ ଆଉ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେଉଛି। ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ କୋହାଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଜାରି ରହିଛି। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାସହ
 
ସାବଧାନ! ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହି ୧୬ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା

ରାଜ୍ୟ ସାରା ଲାଗି ରହିଛି ବର୍ଷା କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେଉଥିବା ବେଳେ ଆଉ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେଉଛି। ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ କୋହାଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଜାରି ରହିଛି। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାସହ ବିଜୁଳି ଘଡ଼ଘଡ଼ି ଓ ୩୫ ରୁ ୪୫ କିଲୋମିଟର ବେଗରେ ପବନ ବହିବ।

ସାବଧାନ! ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହି ୧୬ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା

ସ୍ଥିତି ଉପରେ ନଜର ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ପରାମର୍ଶ ଜାରି କରାଯାଇଛି। ସେହିପରି ଘନ କୁହୁଡ଼ି ପଡ଼ିଥିଲେ ପୋଲିସ ଓ ପରିବହନ ଅଧିକାରୀଙ୍କ ସହାୟତାରେ ହାଇୱେରେ ଗାଡ଼ି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବର୍ଷା ତଥା କୁହୁଡ଼ିଜନିତ ଅଘଟଣ ଘଟିଲେ ସଙ୍ଗେସଙ୍ଗେ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

ସାବଧାନ! ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହି ୧୬ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା

ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସମ୍ବଲପୁର, ପୁରୀ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।