୩ ଦିନ ପ୍ରବଳ ବର୍ଷିବ, ଏହି ୯ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ରୁହନ୍ତୁ ସତର୍କ

ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ଲାଗି ରଖିଛି। ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ
 
୩ ଦିନ ପ୍ରବଳ ବର୍ଷିବ, ଏହି ୯ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ରୁହନ୍ତୁ ସତର୍କ

ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ଲାଗି ରଖିଛି। ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୩ ଦିନ ପ୍ରବଳ ବର୍ଷିବ, ଏହି ୯ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ରୁହନ୍ତୁ ସତର୍କ

ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଜିଲା ସମେତ ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି ଏହି ସମୟରେ ସମ୍ବଲପୁର, ଦେବଗଡ଼ ଏବଂ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ରାତିରୁ ୨୬ ତାରିଖ ସକାଳ ଯାଏ କଟକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ।

୩ ଦିନ ପ୍ରବଳ ବର୍ଷିବ, ଏହି ୯ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ରୁହନ୍ତୁ ସତର୍କ

ଏ ସବୁ ଜିଲାରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ରାଜ୍ୟର ବଜ୍ରପାତ ଜନିତ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଏହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼